Online Bible

- Reklamy -




ଯାତ୍ରା ପୁସ୍ତକ 14:30 - ଓଡିଆ ବାଇବେଲ

30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ

30 ତେଣୁ ସେହି ଦିନ, ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କଲେ। ଏବଂ ସେଥିପାଇଁ ଇସ୍ରାଏଲର ଲୋକମାନେ ମିଶରୀୟମାନଙ୍କର ମୃତ ଦେହକୁ ସୂଫସାଗର କୂଳରେ ଥିବାର ଦେଖିଲେ।

Viz kapitola kopírovat




ଯାତ୍ରା ପୁସ୍ତକ 14:30

Následuj nás:

Reklamy


Reklamy