Online Bible

- Reklamy -




ଯାତ୍ରା ପୁସ୍ତକ 14:9 - ଓଡିଆ ବାଇବେଲ

9 ତହୁଁ ମିସ୍ରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ଵ ଓ ରଥ ଓ ଅଶ୍ଵାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ

9 ମିଶରୀୟମାନେ ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଇଲେ। ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ତାଙ୍କର ରଥାରୋହୀ ଏବଂ ତାଙ୍କର ସୈନ୍ୟ ସେମାନଙ୍କୁ ଗୋଡ଼ାଇଲେ ଏବଂ ସମୁଦ୍ର ପାଖରେ ବାଲ-ସଫୋନ ଆଡ଼କୁ ମୁଖ କରିଥିବା ପୀହହୀରୋତ ଛାଉଣି ନିକଟରେ ଭେଟିଲେ।

Viz kapitola kopírovat




ଯାତ୍ରା ପୁସ୍ତକ 14:9

Následuj nás:

Reklamy


Reklamy