ଯାତ୍ରା ପୁସ୍ତକ 15:22 - ଓଡିଆ ବାଇବେଲ22 ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ22 ମୋଶା ଇସ୍ରାଏଲ ଲୋକମାନଙ୍କୁ ସୂଫସାଗରଠାରୁ ପର୍ବତ ଆଡ଼କୁ ନେଇଗଲେ। ସେମାନେ ତିନି ଦିନ ଧରି ମରୁଭୂମିରେ ଯାତ୍ରା କଲେ, ଲୋକମାନେ ଟିକେ ମଧ୍ୟ ପାଣି ପାଇଲେ ନାହିଁ। Viz kapitola |