ଯାତ୍ରା ପୁସ୍ତକ 16:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶ ଛାଡ଼ିଲା ଉତ୍ତାରେ ଦ୍ଵିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ତଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ1 ଏହା ପରେ ଇସ୍ରାଏଲର ସମସ୍ତ ସମାଜ ଏଲୀମ ଛାଡ଼ି ସୀନୟ ମରୁଭୂମିକୁ ଗଲେ, ଯାହାକି ଏଲୀମ ସୀନୟର ମଝିରେ ଥିଲା। ସେମାନେ ମିଶର ଛାଡ଼ିବାର ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ସେଠାରେ ପହଞ୍ଚିଲେ। Viz kapitola |