ଯାତ୍ରା ପୁସ୍ତକ 16:13 - ଓଡିଆ ବାଇବେଲ13 ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃ କାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ସନ୍ଧ୍ୟା କାଳରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି ପ୍ରାତଃ କାଳରେ ଛାଉଣି-ସ୍ଥାନର ଚାରିଆଡ଼େ କାକର ପଡ଼ିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା। Viz kapitolaପବିତ୍ର ବାଇବଲ13 ସେହି ରାତିରେ ଭାଟୁଇ ପକ୍ଷୀଗଣ ଆସିଲେ ଏବଂ ଛାଉଣିକୁ ଆଚ୍ଛାଦିତ କଲେ। ଏବଂ ପ୍ରଭାତରେ ଛାଉଣି ସ୍ଥାନରେ ଗ୍ଭରିଆଡ଼େ କାକରର ଏକ ସ୍ତର ଥିଲା। Viz kapitola |