Online Bible

- Reklamy -




ଯାତ୍ରା ପୁସ୍ତକ 16:21 - ଓଡିଆ ବାଇବେଲ

21 ଏହିରୂପେ ପ୍ରତିଦିନ ପ୍ରାତଃ କାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଏହିରୂପେ ପ୍ରତିଦିନ ପ୍ରାତଃ କାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ତ ଖରା ହୁଅନ୍ତେ, ତାହା ତରଳି ଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହିରୂପେ ପ୍ରତିଦିନ ପ୍ରାତଃକାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।

Viz kapitola kopírovat

ପବିତ୍ର ବାଇବଲ

21 ପ୍ରତ୍ୟେକ ସକାଳେ ଲୋକମାନେ ସେମାନଙ୍କର ଖାଦ୍ୟ ସଂଗ୍ରହ କଲେ। ପ୍ରତ୍ୟେକ ଲୋକ ସେମାନଙ୍କର ଆବଶ୍ୟକ ମୁତାବକ ଖାଦ୍ୟ ସଂଗ୍ରହ କଲେ। ମାତ୍ର ପ୍ରଚଣ୍ଡ ଖରାରେ ତାହା ସବୁ ତରଳିଗଲା।

Viz kapitola kopírovat




ଯାତ୍ରା ପୁସ୍ତକ 16:21

Následuj nás:

Reklamy


Reklamy