ଯାତ୍ରା ପୁସ୍ତକ 16:33 - ଓଡିଆ ବାଇବେଲ33 ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେତେବେଳେ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।” Viz kapitolaପବିତ୍ର ବାଇବଲ33 ତେଣୁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଏକ ପାତ୍ର ନେଇ ଏକ ଓମର ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ। ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।” Viz kapitola |