ଯାତ୍ରା ପୁସ୍ତକ 16:6 - ଓଡିଆ ବାଇବେଲ6 ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଲେ, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟାକାଳରେ ଜାଣିବ। Viz kapitolaପବିତ୍ର ବାଇବଲ6 ତେଣୁ ମୋଶା ଏବଂ ହାରୋଣ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ସଦାପ୍ରଭୁଙ୍କର ଶକ୍ତି ଦେଖି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶରରୁ ଉଦ୍ଧାର କରିଛନ୍ତି। Viz kapitola |