Online Bible

- Reklamy -




ଯାତ୍ରା ପୁସ୍ତକ 16:9 - ଓଡିଆ ବାଇବେଲ

9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଆଉ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’”

Viz kapitola kopírovat

ପବିତ୍ର ବାଇବଲ

9 ଏହା ପରେ ମୋଶା ହାରୋଣଙ୍କୁ କହିଲେ, “ଇସ୍ରାଏଲର ସମସ୍ତ ଲୋକଙ୍କୁ, ‘ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ ହେବାକୁ କୁହ। ଯେହେତୁ ସେ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଲେ।”’

Viz kapitola kopírovat




ଯାତ୍ରା ପୁସ୍ତକ 16:9

Následuj nás:

Reklamy


Reklamy