ଯାତ୍ରା ପୁସ୍ତକ 17:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ସୀନ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା। Viz kapitolaପବିତ୍ର ବାଇବଲ1 ଇସ୍ରାଏଲର ସମସ୍ତ ସମାଜ ଏକତ୍ରିତ ହୋଇ ସୀନୟ ମରୁଭୂମିରୁ ଯାତ୍ରା କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ଭିନ୍ନ ଭିନ୍ନ ସ୍ଥାନ ଭ୍ରମଣ କଲେ। ସେମାନେ ରଫୀଦୀମରେ ଛାଉଣି ସ୍ଥାପନ କଲେ ଏବଂ ସେଠାରେ ଲୋକମାନଙ୍କ ପାଇଁ ପିଇବା ପାଣି ନ ଥିଲା। Viz kapitola |