ଯାତ୍ରା ପୁସ୍ତକ 18:10 - ଓଡିଆ ବାଇବେଲ10 ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସ୍ରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ଯିଥ୍ରୋ କହିଲେ, ଯେଉଁ ସଦାପ୍ରଭୁ ମିସ୍ରୀୟ-ମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ। Viz kapitolaପବିତ୍ର ବାଇବଲ10 ଯିଥ୍ରୋ କହିଲେ, “ସଦାପ୍ରଭୁଙ୍କର ପ୍ରଶଂସା କର! ସେ ତୁମ୍ଭମାନଙ୍କୁ ମିଶରର ଶକ୍ତି ନିକଟରୁ ଉଦ୍ଧାର କରିଛନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କୁ ଫାରୋଙ୍କ ନିକଟରୁ ରକ୍ଷା କରିଛନ୍ତି। Viz kapitola |