Online Bible

- Reklamy -




ଯାତ୍ରା ପୁସ୍ତକ 18:14 - ଓଡିଆ ବାଇବେଲ

14 ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ଵଶୁର ତାହା ଦେଖି କହିଲେ, ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ? ତୁମ୍ଭେ କିହେତୁ ଏକାକୀ ବସ? ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଛିଡ଼ା ହୋଇ ରହନ୍ତି?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି?”

Viz kapitola kopírovat

ପବିତ୍ର ବାଇବଲ

14 ମୋଶା ଲୋକମାନଙ୍କର ବିଗ୍ଭର କରୁଥିବାର ଯିଥ୍ରୋ ଦେଖିଲେ। ସେ ପଗ୍ଭରିଲେ, “ତୁମ୍ଭେ ଏପରି କାହିଁକି କରୁଛ? ତୁମ୍ଭେ ଏକୁଟିଆ କାହିଁକି ବିଗ୍ଭର କରୁଛ? ଏବଂ କାହିଁକି ତୁମ୍ଭ ନିକଟରେ ଲୋକମାନେ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ଠିଆ ହେବେ?”

Viz kapitola kopírovat




ଯାତ୍ରା ପୁସ୍ତକ 18:14

Následuj nás:

Reklamy


Reklamy