ଯାତ୍ରା ପୁସ୍ତକ 19:1 - ଓଡିଆ ବାଇବେଲ1 ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ1 ମିଶର ଦେଶରୁ ଇସ୍ରାଏଲୀୟମାନେ ବାହାରି ତୃତୀୟ ମାସର ପ୍ରଥମ ଦିନରେ ଆସି ସୀନୟ ମରୁଭୂମିରେ ପହଞ୍ଚିଲେ। Viz kapitola |