ଯାତ୍ରା ପୁସ୍ତକ 19:16 - ଓଡିଆ ବାଇବେଲ16 ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନନ୍ତର ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳିଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ଵରରେ ତୂରୀଧ୍ଵନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ଵିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ। Viz kapitolaପବିତ୍ର ବାଇବଲ16 ତୃତୀୟ ଦିନ ପ୍ରଭାତରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡ଼ଘଡ଼ି, ବିଜୁଳି ଏବଂ ଏକ ଗମ୍ଭୀର ତୂରୀ ଧ୍ୱନି ଶୁଣାଗଲା। ଛାଉଣିର ଲୋକମାନେ ଭୟଭୀତ ହୋଇଗଲେ। Viz kapitola |