ଯାତ୍ରା ପୁସ୍ତକ 19:18 - ଓଡିଆ ବାଇବେଲ18 ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି ସମୁଦାୟ ପର୍ବତ ଅତିଶୟ କମ୍ପିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା। Viz kapitolaପବିତ୍ର ବାଇବଲ18 ସୀନୟ ପର୍ବତ ଧୂଆଁରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୂଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହାରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନରେ ପର୍ବତରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା। Viz kapitola |