Online Bible

- Reklamy -




ଯାତ୍ରା ପୁସ୍ତକ 19:20 - ଓଡିଆ ବାଇବେଲ

20 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।

Viz kapitola kopírovat

ପବିତ୍ର ବାଇବଲ

20 ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ।

Viz kapitola kopírovat




ଯାତ୍ରା ପୁସ୍ତକ 19:20

Následuj nás:

Reklamy


Reklamy