ଯାତ୍ରା ପୁସ୍ତକ 19:22 - ଓଡିଆ ବାଇବେଲ22 ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ହିଁ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।” Viz kapitolaପବିତ୍ର ବାଇବଲ22 ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ହିଁ ନିଜ ନିଜକୁ ପବିତ୍ର କରନ୍ତୁ। ନ ହେଲେ ସେମାନେ ଦଣ୍ଡ ଭୋଗ କରିବେ।” Viz kapitola |