ଯାତ୍ରା ପୁସ୍ତକ 19:5 - ଓଡିଆ ବାଇବେଲ5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏବେ ତୁମ୍ଭେମାନେ ଯେବେ ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର। Viz kapitolaପବିତ୍ର ବାଇବଲ5 ତେଣୁ ସେମାନଙ୍କୁ ମୋର ଆଜ୍ଞା ମାନିବା ପାଇଁ କୁହ। ସେମାନଙ୍କୁ ମୋର ନିୟମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେମାନେ ମୋର ଆପଣାର ରତ୍ନଭଣ୍ଡାର ହୋଇ ରହିବ ଯେହେତୁ ସମଗ୍ର ପୃଥିବୀ ମୋର। Viz kapitola |