Online Bible

- Reklamy -




ଯାତ୍ରା ପୁସ୍ତକ 19:7 - ଓଡିଆ ବାଇବେଲ

7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ଵାରା ଆଦିଷ୍ଟ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହିସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।

Viz kapitola kopírovat

ପବିତ୍ର ବାଇବଲ

7 ତେଣୁ ମୋଶା ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମୋଶା ସେମାନଙ୍କୁ ପରମେଶ୍ୱରଙ୍କର ଆଜ୍ଞା ସମସ୍ତ କହିଲେ।

Viz kapitola kopírovat




ଯାତ୍ରା ପୁସ୍ତକ 19:7

Následuj nás:

Reklamy


Reklamy