ଯାତ୍ରା ପୁସ୍ତକ 2:14 - ଓଡିଆ ବାଇବେଲ14 ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି ?” ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଛ ? ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ସେ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ପାଞ୍ଚୁଅଛ? ତହିଁରେ ମୋଶା ଭୟ ପାଇ କହିଲେ, ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।” Viz kapitolaପବିତ୍ର ବାଇବଲ14 ସେହି ଲୋକ ଜଣକ ଉତ୍ତର ଦେଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କର ଶାସକ ଓ ବିଗ୍ଭରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ସେହି ମିଶରୀୟ ଲୋକଟିକୁ ବଧ କଲା ପରି ମୋତେ ବଧ କରିବା ପାଇଁ ଯୋଜନା କରୁଛ କି?” ତହିଁରେ ମୋଶା ଭୟଭୀତ ହେଲେ। ମୋଶା ନିଜକୁ ନିଜେ ଚିନ୍ତା କଲେ, “ଏକଥା ପ୍ରାୟ ସମସ୍ତେ ଜାଣିଛନ୍ତି।” Viz kapitola |