ଯାତ୍ରା ପୁସ୍ତକ 2:15 - ଓଡିଆ ବାଇବେଲ15 ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇଗୋଟିଏ କୂପ ନିକଟରେ ବସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ। Viz kapitolaପବିତ୍ର ବାଇବଲ15 ତା'ପରେ ଫାରୋ ଜାଣିବାକୁ ପାଇଲେ ମୋଶା ଯାହା କରିଥିଲେ। ତେଣୁ ସେ ମୋଶାଙ୍କୁ ହତ୍ୟା କରିବାକୁ ନିଷ୍ପତ୍ତି କଲେ। ତେଣୁ ଫାରୋଙ୍କ ନିକଟରୁ ମୋଶା ଖସି ମିଦିୟନ ଦେଶକୁ ପଳାଇଲେ। ମୋଶା ସେଠାକୁ ଯାଇ ଏକ କୂପ ନିକଟରେ ବସିଲେ। Viz kapitola |