ଯାତ୍ରା ପୁସ୍ତକ 2:3 - ଓଡିଆ ବାଇବେଲ3 ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀ ତୀରସ୍ଥ ନଳବନରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନଦୀ ତୀରସ୍ଥ ନଳବନରେ ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀତୀରସ୍ଥ ନଳବନରେ ରଖିଲା। Viz kapitolaପବିତ୍ର ବାଇବଲ3 ଯେତେବେଳେ ସେ (ସ୍ତ୍ରୀ) ତାକୁ ଦୀର୍ଘ ସମୟ ଲୁଗ୍ଭଇ ପାରିଲା ନାହିଁ, ସେ ଏକ ଟୋକେଇ ତିଆରି କରି ତେଲ ଓ ରାଳ ଲେପନ କଲା। ସେ ସେହି ବାଳକଟିକୁ ଟୋକେଇରେ ରଖିଲା ଏବଂ ନଦୀର ନଳବନ ମଝିରେ ରଖିଲା। Viz kapitola |