ଯାତ୍ରା ପୁସ୍ତକ 20:2 - ଓଡିଆ ବାଇବେଲ2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯେ ତୁମ୍ଭକୁ ଦାସଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ଵର ଆମ୍ଭେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।” Viz kapitolaପବିତ୍ର ବାଇବଲ2 “ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ। Viz kapitola |