ଯାତ୍ରା ପୁସ୍ତକ 20:4 - ଓଡିଆ ବାଇବେଲ4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। Viz kapitolaପବିତ୍ର ବାଇବଲ4 “ତୁମ୍ଭେମାନେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ୱର୍ଗରେ କିମ୍ବା ପୃଥିବୀରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ। Viz kapitola |