ଯାତ୍ରା ପୁସ୍ତକ 21:12 - ଓଡିଆ ବାଇବେଲ12 କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କେହି ଯେବେ କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ। Viz kapitolaପବିତ୍ର ବାଇବଲ12 “ଯଦି ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିକୁ ଆଘାତ କରେ ଓ ହତ୍ୟାକରେ, ତେବେ ଆଘାତ କରିଥିବା ବ୍ୟକ୍ତିକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍। Viz kapitola |