ଯାତ୍ରା ପୁସ୍ତକ 21:20 - ଓଡିଆ ବାଇବେଲ20 ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ କେହି ଆପଣା ଦାସ ବା ଦାସୀକି ଯଷ୍ଟି ଦ୍ଵାରା ପ୍ରହାର କଲେ, ସେ ଯେବେ ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ତନୀୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ। Viz kapitolaପବିତ୍ର ବାଇବଲ20 “ବେଳେ ବେଳେ ମୁନିବ ତା'ର ଦାସୀକୁ କିମ୍ବା ଦାସକୁ ମାଡ଼ ମାରେ, ଯଦି ଆଘାତପ୍ରାପ୍ତ ହୋଇ ଦାସଟି ମରିଯାଏ, ତେବେ ତା'ର ମୁନିବକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍। Viz kapitola |