ଯାତ୍ରା ପୁସ୍ତକ 21:22 - ଓଡିଆ ବାଇବେଲ22 ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକି ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକି ପ୍ରହାର କଲେ ଯେବେ ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ଵାମୀ ଯେରୂପ ଦାବୀ କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ତ ହେବ, ପୁଣି ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ। Viz kapitolaପବିତ୍ର ବାଇବଲ22 “ଆଉ ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କଲେ, ଯେବେ ତା'ର ଗର୍ଭପାତ ହୁଏ ମାତ୍ର ପରେ ତା'ର ଯଦି କ୍ଷତି ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେଉଁରୂପେ ଦାବି କରିବ ସେହି ଅନୁସାରେ ତାକୁ ଅବଶ୍ୟ ଅର୍ଥଦଣ୍ଡ ହେବ। ପୁଣି ସେ ବିଗ୍ଭରକର୍ତ୍ତାମାନଙ୍କ ନିର୍ଦ୍ଧାରଣ ଅନୁସାରେ ଦେବ। Viz kapitola |