ଯାତ୍ରା ପୁସ୍ତକ 21:26 - ଓଡିଆ ବାଇବେଲ26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରି ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯେବେ ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରି ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରିଦେବ। Viz kapitolaପବିତ୍ର ବାଇବଲ26 “ଯଦି କେହି ତା'ର ଦାସ କିମ୍ବା ଦାସୀକୁ ଆଘାତ କରିବା ସମୟରେ ତା'ର ଚକ୍ଷୁ ନଷ୍ଟ ହୋଇଯାଏ ତେବେ ତାକୁ ମୁକ୍ତ କରି ଦିଆଯିବ। Viz kapitola |