ଯାତ୍ରା ପୁସ୍ତକ 21:28 - ଓଡିଆ ବାଇବେଲ28 ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ, ଗୋରୁ କୌଣସି ପୁରୁଷ କି ସ୍ତ୍ରୀକି ବିନ୍ଧିଲେ ଯେବେ ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ, ପୁଣି ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ଵାମୀ ଦଣ୍ତଯୋଗ୍ୟ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ। Viz kapitolaପବିତ୍ର ବାଇବଲ28 “ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତେବେ ତା'ର ମୁନିବ ଦୋଷୀ ହେବ ନାହିଁ କିନ୍ତୁ ସେହି ବଳଦକୁ ପଥର ଦ୍ୱାରା ମରାଯିବ ଓ ତା'ର ମାଂସ ଖିଆଯିବ ନାହିଁ। Viz kapitola |