Online Bible

- Reklamy -




ଯାତ୍ରା ପୁସ୍ତକ 21:3 - ଓଡିଆ ବାଇବେଲ

3 ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଯେବେ ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯେବେ ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।

Viz kapitola kopírovat

ପବିତ୍ର ବାଇବଲ

3 ଯଦି ସେହି ଲୋକ ଜଣକ ବିବାହିତ ନ ହୋଇଥାଏ, ତେବେ ସେ ଏକାକୀ ଯିବ ଓ ଯଦି ସେ ବିବାହିତ ହୋଇଥାଏ ତେବେ ସେ ମୁକ୍ତ ହେବା ସମୟରେ ତା'ର ସ୍ତ୍ରୀକୁ ସାଙ୍ଗରେ ନେଇଯିବ।

Viz kapitola kopírovat




ଯାତ୍ରା ପୁସ୍ତକ 21:3

Následuj nás:

Reklamy


Reklamy