ଯାତ୍ରା ପୁସ୍ତକ 21:33 - ଓଡିଆ ବାଇବେଲ33 ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ କେହି ଯେବେ କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ, Viz kapitolaପବିତ୍ର ବାଇବଲ33 “ଯଦି ଜଣେ ବ୍ୟକ୍ତି ଖୋଳିଥିବା କୂଅ ବା ଗାତ ଖୋଲା ରଖିଥାଏ ଏବଂ ଯଦି ତା’ ଭିତରେ ଏକ ବଳଦ କିମ୍ବା ଏକ ଗଧ ପଡ଼ିଯାଏ ତେବେ ଯେଉଁ ଲୋକ ତାକୁ ଖୋଳିଥିବ ସେ ଦୋଷୀ ଭାବେ ଗଣାଯିବ। Viz kapitola |