Online Bible

- Reklamy -




ଯାତ୍ରା ପୁସ୍ତକ 21:35 - ଓଡିଆ ବାଇବେଲ

35 ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଆଉ ଏକଜଣର ଗୋରୁ ଅନ୍ୟଜଣର ଗୋରୁକୁ ବିନ୍ଧିଲେ ସେ ଯେବେ ମରେ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇଭାଗ କରିବେ; ପୁଣି ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇ ଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇ ଭାଗ କରି ନେବେ।

Viz kapitola kopírovat

ପବିତ୍ର ବାଇବଲ

35 “ଯଦି କୌଣସି ଲୋକର ବଳଦ କାହାରି ବଳଦକୁ ହତ୍ୟା କରେ, ତେବେ ସେମାନେ ସେହି ଜୀବିତ ଗୋରୁକୁ ବିକ୍ରୟ କରି ଦୁଇଭାଗ କରିବେ ଏବଂ ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ।

Viz kapitola kopírovat




ଯାତ୍ରା ପୁସ୍ତକ 21:35

Následuj nás:

Reklamy


Reklamy