ଯାତ୍ରା ପୁସ୍ତକ 21:6 - ଓଡିଆ ବାଇବେଲ6 ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ଵରଙ୍କ ନିକଟକୁ ନେଇଯିବ, ପୁଣି ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ। Viz kapitolaପବିତ୍ର ବାଇବଲ6 ଯଦି ଏପରି ଘଟେ, ତେବେ ତା'ର ମୁନିବ ତାଙ୍କୁ ପରମେଶ୍ୱରଙ୍କ ସମ୍ମୁଖକୁ ଆଣିବ, ତା'ର ମୁନିବ ତାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ବିନ୍ଧାଣୀରେ ତା'ର କାନ ବିନ୍ଧିବ, ତହିଁରେ ସେ ସଦାକାଳ ତା'ର ସେବା କରିବ। Viz kapitola |