ଯାତ୍ରା ପୁସ୍ତକ 22:15 - ଓଡିଆ ବାଇବେଲ15 ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଯେବେ ତାହାର ସ୍ଵାମୀ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯେବେ ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ। ନୈତିକ ଧର୍ମ ସଂକ୍ରାନ୍ତୀୟ ବ୍ୟବସ୍ଥା Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ। Viz kapitolaପବିତ୍ର ବାଇବଲ15 କିନ୍ତୁ ଯଦି ପଶୁ ନିକଟରେ ତା'ର ମୁନିବ ଥାଏ, ତେବେ ତା'ର ପଡ଼ୋଶୀକୁ କିଛି ଦେବାକୁ ପଡ଼ିବ ନାହିଁ। କିମ୍ବା ଯଦି ତା'ର ପଡ଼ୋଶୀ ସେହି ପଶୁକୁ ବ୍ୟବହାର କରି ପଇସା ଦେଉଥାଏ, ତେବେ ତାକୁ ପଇସା ଦେବାକୁ ପଡ଼ିବ ନାହିଁ। ଯେବେ ସେହି ପଶୁଟି ମରିଯାଏ, ବ୍ୟବହାର ସମୟରେ ଯେତିକି ଅର୍ଥ ଦେଇଥିବ ତାହା ଯଥେଷ୍ଟ। Viz kapitola |