Online Bible

- Reklamy -




ଯାତ୍ରା ପୁସ୍ତକ 22:17 - ଓଡିଆ ବାଇବେଲ

17 ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଯେବେ ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତା; ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟରବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।

Viz kapitola kopírovat

ପବିତ୍ର ବାଇବଲ

17 ଯଦି ତାଙ୍କର ପିତା ଦୁହିଁଙ୍କୁ ବିବାହ ଦେବାକୁ ମନା କରେ ତଥାପି ମଧ୍ୟ ସେହି ଯୁବକକୁ ଅର୍ଥ ଦେବାକୁ ପଡ଼ିବ। ସେ ତାଙ୍କୁ ସମ୍ପୂର୍ଣ୍ଣ ଅର୍ଥ ଦେବାକୁ ପଡ଼ିବ।

Viz kapitola kopírovat




ଯାତ୍ରା ପୁସ୍ତକ 22:17

Následuj nás:

Reklamy


Reklamy