Online Bible

- Reklamy -




ଯାତ୍ରା ପୁସ୍ତକ 22:23 - ଓଡିଆ ବାଇବେଲ

23 ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯେବେ ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।

Viz kapitola kopírovat

ପବିତ୍ର ବାଇବଲ

23 ଯଦି ତୁମ୍ଭେ କେହି ଅସହାୟ ବିଧବା କିମ୍ବା ପିତାମାତାହୀନ ଅନାଥଙ୍କର କିଛି ଅନିଷ୍ଟ କର ତେବେ ମୁଁ ତାଙ୍କର ଦୁଃଖ ଶୁଣିବି।

Viz kapitola kopírovat




ଯାତ୍ରା ପୁସ୍ତକ 22:23

Následuj nás:

Reklamy


Reklamy