ଯାତ୍ରା ପୁସ୍ତକ 22:24 - ଓଡିଆ ବାଇବେଲ24 ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ଼୍ଗ ଦ୍ଵାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ। Viz kapitolaପବିତ୍ର ବାଇବଲ24 ଏବଂ ଏଥିରେ ଅଧିକ କ୍ରୋଧିତ ହେବି। ମୁଁ ତାକୁ ଏକ ଖଡ଼୍ଗରେ ହତ୍ୟା କରିବି। ଏହା ପରେ ତୁମ୍ଭର ସ୍ତ୍ରୀ ବିଧବା ହେବ ଏବଂ ତୁମ୍ଭର ପିଲାମାନେ ଅନାଥ ହେବେ। Viz kapitola |