ଯାତ୍ରା ପୁସ୍ତକ 22:30 - ଓଡିଆ ବାଇବେଲ30 ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ। Viz kapitolaପବିତ୍ର ବାଇବଲ30 ତୁମ୍ଭମାନଙ୍କର ମେଷ, ଗୋବତ୍ସା ଇତ୍ୟାଦି ତାଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ତାଙ୍କର ମା ପାଖରେ ସାତ ଦିନ ରଖି ଅଷ୍ଟମ ଦିନରେ ମୋ'ଠାରେ ଉତ୍ସର୍ଗ କରିବ। Viz kapitola |