ଯାତ୍ରା ପୁସ୍ତକ 23:18 - ଓଡିଆ ବାଇବେଲ18 ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ। Viz kapitolaପବିତ୍ର ବାଇବଲ18 “ଯେତେବେଳେ ତୁମ୍ଭେମାନେ ପଶୁ ହତ୍ୟା କରିବ ତା'ର ରକ୍ତ ମୋ’ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। ତୁମ୍ଭେମାନେ ତାଡ଼ିଯୁକ୍ତ ରୋଟୀ ମୋତେ ଉତ୍ସର୍ଗ କରିବ ନାହିଁ। ଏବଂ ତୁମ୍ଭେ ଯେତେବେଳେ ବଳିର ମାଂସ ଖାଇବ ସେତେବେଳେ ସେହି ମାଂସକୁ ଗୋଟିଏ ଦିନରେ ଖାଇ ଶେଷ କରିବ। ତା’ ପରଦିନକୁ ବଳକା ମାଂସ ରଖିବ ନାହିଁ। Viz kapitola |