ଯାତ୍ରା ପୁସ୍ତକ 23:20 - ଓଡିଆ ବାଇବେଲ20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ। Viz kapitolaପବିତ୍ର ବାଇବଲ20 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ ନିକଟକୁ ସ୍ୱର୍ଗଦୂତ ପଠାଉଛୁ ସେ ତୁମ୍ଭମାନଙ୍କୁ ଆମ୍ଭେ ପ୍ରସ୍ତୁତ କରିଥିବା ଦେଶକୁ ନେଇଯିବେ। ସେହି ସ୍ୱର୍ଗଦୂତ ତୁମ୍ଭମାନଙ୍କୁ ସୁରକ୍ଷା ଦେବେ। Viz kapitola |