ଯାତ୍ରା ପୁସ୍ତକ 23:25 - ଓଡିଆ ବାଇବେଲ25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନଜଳରେ ଆଶୀର୍ବାଦ କରିବେ, ପୁଣି ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା,। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା। Viz kapitolaପବିତ୍ର ବାଇବଲ25 ତୁମ୍ଭେ ସର୍ବଦା ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ସେବା କରିବ। ତହିଁରେ ସେ ତୁମ୍ଭମାନଙ୍କୁ ଅନ୍ନଜଳରେ ଆଶୀର୍ବାଦ କରିବେ। ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ରୋଗ ଦୂର କରିବା। Viz kapitola |