ଯାତ୍ରା ପୁସ୍ତକ 23:26 - ଓଡିଆ ବାଇବେଲ26 ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା। Viz kapitolaପବିତ୍ର ବାଇବଲ26 ତୁମ୍ଭର ସମସ୍ତ ସ୍ତ୍ରୀଲୋକ ମାତୃତ୍ୱର ଅଧିକାରୀ ହେବେ। କେହି ବନ୍ଧ୍ୟା ରହିବେ ନାହିଁ କି ସନ୍ତାନ ଜନ୍ମ ସମୟରେ କୌଣସି ଶିଶୁର ମୃତ୍ୟୁ ଘଟିବ ନାହିଁ। ପୁଣି ତୁମ୍ଭେମାନେ ଦୀର୍ଘଜୀବୀ ହେବ। Viz kapitola |