Online Bible

- Reklamy -




ଯାତ୍ରା ପୁସ୍ତକ 23:27 - ଓଡିଆ ବାଇବେଲ

27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।

Viz kapitola kopírovat

ପବିତ୍ର ବାଇବଲ

27 “ଯେତେବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବ ସେ ସମୟରେ ମୋର ମହାନ୍ ଶକ୍ତି ତୁମ୍ଭମାନଙ୍କର ସହାୟ ହେବ। ତୁମ୍ଭେମାନେ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଯୁଦ୍ଧରେ ପରାସ୍ତ କରିବ। ଯେଉଁମାନେ ତୁମ୍ଭ ସହିତ ଯୁଦ୍ଧ କରିବେ ସେମାନେ ଇତସ୍ତତଃ ହୋଇ ଦୌଡ଼ି ପଳାଇବେ।

Viz kapitola kopírovat




ଯାତ୍ରା ପୁସ୍ତକ 23:27

Následuj nás:

Reklamy


Reklamy