Online Bible

- Reklamy -




ଯାତ୍ରା ପୁସ୍ତକ 24:15 - ଓଡିଆ ବାଇବେଲ

15 ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।

Viz kapitola kopírovat

ପବିତ୍ର ବାଇବଲ

15 ଏହା ପରେ ମୋଶା ପର୍ବତ ଉପରକୁ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା।

Viz kapitola kopírovat




ଯାତ୍ରା ପୁସ୍ତକ 24:15

Následuj nás:

Reklamy


Reklamy