ଯାତ୍ରା ପୁସ୍ତକ 24:6 - ଓଡିଆ ବାଇବେଲ6 ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ। Viz kapitolaପବିତ୍ର ବାଇବଲ6 ମୋଶା ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ରରେ ରଖିଲେ ଏବଂ ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ଢାଳିଲେ। Viz kapitola |