ଯାତ୍ରା ପୁସ୍ତକ 25:2 - ଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ। Viz kapitolaପବିତ୍ର ବାଇବଲ2 “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ ମୋ’ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରତ୍ୟେକ ଲୋକ ତା'ର ହୃଦୟରେ ନିଷ୍ପତ୍ତି ନେବା ଉଚିତ୍, ସେ ମୋ’ ପାଇଁ ଯାହା ଉପହାର ଦେବା ଉଚିତ୍। ମୋ’ ପାଇଁ ସେହି ଦ୍ରବ୍ୟ ସଂଗ୍ରହ କର। Viz kapitola |