ଯାତ୍ରା ପୁସ୍ତକ 25:29 - ଓଡିଆ ବାଇବେଲ29 ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପୁଣି ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ। Viz kapitolaପବିତ୍ର ବାଇବଲ29 ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡ଼ିକ ପେୟନୈବେଦ୍ୟ ପାଇଁ ବ୍ୟବହୃତ ହେବ। Viz kapitola |