Online Bible

- Reklamy -




ଯାତ୍ରା ପୁସ୍ତକ 25:33 - ଓଡିଆ ବାଇବେଲ

33 ତହିଁର ଏକ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ; ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।

Viz kapitola kopírovat

ପବିତ୍ର ବାଇବଲ

33 ପ୍ରତି ଶାଖାରେ ତିନୋଟି ଫୁଲ ରହିବ। ଏହି ଫୁଲଗୁଡ଼ିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ।

Viz kapitola kopírovat




ଯାତ୍ରା ପୁସ୍ତକ 25:33

Následuj nás:

Reklamy


Reklamy