ଯାତ୍ରା ପୁସ୍ତକ 25:35 - ଓଡିଆ ବାଇବେଲ35 ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖା ଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖା ଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖା ଦ୍ୱୟର ତଳେ ଏକ କଳିକା ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ପୁଣି ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ଵୟର ତଳେ ଏକ କଳିକା ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖାଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖାଦ୍ୱୟର ତଳେ ଏକ କଳିକା ରହିବ। Viz kapitolaପବିତ୍ର ବାଇବଲ35 ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ହେବ ସେମାନଙ୍କ ଏକ ଶାଖା ଦ୍ୱୟର ଏକ କଳିକା ଓ ଅନ୍ୟ ଶାଖା ଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖା ଦ୍ୱୟର ତଳେ ଏକ କଳିକା ରହିବ। Viz kapitola |