ଯାତ୍ରା ପୁସ୍ତକ 26:14 - ଓଡିଆ ବାଇବେଲ14 ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷଚର୍ମରେ ତମ୍ଵୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ। Viz kapitolaପବିତ୍ର ବାଇବଲ14 ଏହା ପରେ ତୁମ୍ଭେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକଚର୍ମରେ ଏକ ଛାତ କରିବ। Viz kapitola |